ଭୁବନେଶ୍ଵର : ଗତ ୨୪ ଘଂଟା ମଧ୍ୟରେ ମୟୂରଭଞ୍ଜ ଜିଲ୍ଲାର ରରୁଆଁରେ ସର୍ବାଧିକ ୧୦୭.୦ ମି.ମି. ବର୍ଷା ରେକର୍ଡ଼ ବର୍ଷା ରେକର୍ଡ଼ ହୋଇଛି ।
ସେହିପରି ମୟୂରଭଞ୍ଜ ଜିଲ୍ଲାର ଉଦଳାରେ ୭୬.୦ ମି.ମି., ମାଲକାନଗିରି ଜିଲ୍ଲାର ପଡ଼ିଆରେ ୭୫.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ଯଶୀପୁରରେ ୭୪.୨ ମି.ମି., ଝାରସୁଗୁଡ଼ା ଜିଲ୍ଲାର ଦେଓଗାଁରେ ୬୮.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ବାରିପଦାରେ ୬୫.୬ ମି.ମି., ଝାରସୁଗୁଡ଼ା ଜିଲ୍ଲାର ଝାରସୁଗୁଡ଼ାରେ ୬୧.୦ ମି.ମି., ଭଦ୍ରକ ଜିଲ୍ଲାର ବନ୍ତରେ ୫୫.୦ ମି.ମି., ବାଲେଶ୍ଵର ଜିଲ୍ଲାର ରାଜଘାଟରେ ୫୪.୨ ମି.ମି., ବାଲେଶ୍ଵର ଜିଲ୍ଲାର ଔପଦାରେ ୫୪.୦ ମି.ମି. ବର୍ଷା ରେକର୍ଡ଼ ବର୍ଷା ରେକର୍ଡ଼ ହୋଇଛି ।
ଅନୁରୂପ ଭାବେ ମୟୂରଭଞ୍ଜ ଜିଲ୍ଲାର ମୋରଡ଼ାରେ ୫୪.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ବିଜାତଳାରେ ୫୪.୦ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ଗୁରୁଣ୍ଡିଆରେ ୫୧.୦ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ପାନପୋଷରେ ୪୯.୬ ମି.ମି., ଯାଜପୁର ଜିଲ୍ଲାର ସୁକିନ୍ଦାରେ ୪୮.୨ ମି.ମି. ଏକଂ କଟକ ଜିଲ୍ଲାର ନିଆଳିରେ ୪୬.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।