ଭୁବନେଶ୍ଵର : ୧ ସେପ୍ଟେମ୍ବରରୁ ୨୨ ସେପ୍ଟେମ୍ବର ମଧ୍ୟରେ ରାଜ୍ୟରେ ଏଯାବତ ୨୯୩.୭ ମି.ମି. ବର୍ଷା ରେକର୍ଡ କରାଯାଇଛି, ଯାହା ସ୍ଵାଭାବିକ ବର୍ଷା ୧୯୨.୭ ମି.ମି. ତୁଳନାରେ ୫୨ ପ୍ରତିଶତ ଅଧିକ ରହିଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।