ଭୁବନେଶ୍ୱର ছ ବିଜୁ ଜନତା ଦଳର ସମ୍ବଲପୁର ଜିଲ୍ଲା ପାଇଁ ପ୍ରମିଳା ଭୋଇଧର, ବିଜୟ ମହାନ୍ତି, ଆର୍ତ୍ତତ୍ରାଣ ମିଶ୍ର, ପ୍ରମୋଦ ରଥ, ରାଜକିଶୋର ଦାସଙ୍କୁ ଉପଦେଷ୍ଟା ଭାବେ ନିଯୁକ୍ତି ଦିଆଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ନୂଆ ଦାୟିତ୍ୱ ପ୍ରଦାନ କରିଛନ୍ତି । ଏନେଇ ବିଜେଡିର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏହି ସୂଚନା ଦେଇଛନ୍ତି ।