ରାଜ୍ୟର ବିଭିନ୍ନ ସ୍ଥାନରେ ରେକର୍ଡ଼ ବର୍ଷା : ଅନୁଗୁଳ ଜିଲ୍ଲାର ଆଠମଲ୍ଲିକରେ ସର୍ବାଧିକ ୧୦୧.୦ ମି.ମି. ବର୍ଷା ରେକର୍ଡ଼

ଭୁବନେଶ୍ଵର, ୨୩ ଜୁଲାଇ- ରାଜ୍ୟର ଅଧିକାଂଶ ସ୍ଥାନରେ ଲଘୁଚାପଜନିତ ବର୍ଷା ଜାରି ରହିଛି । ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାର...