ଭୁବନେଶ୍ୱର : କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଚିତ୍ରକୁ ବିଜେପି ଦଳ ଯେପରି ବିକୃତ କରିଛନ୍ତି, ତା’ ପ୍ରତିବାଦରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଭୁବନେଶ୍ଵର ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଆଜି ତାସଂଧ୍ୟାରେ ବିକ୍ଷୋଭ ପ୍ରଦର୍ଶନ କରାଯିବ । ମଷ୍ଟରକ୍ୟାଟିନ ଛକ ଠାରେ ଏକ ବିକ୍ଷୋଭ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ଦଳ ପକ୍ଷରୁ ସୂଚନା ଦିଆଯାଇଅଛି ।
Related Stories
December 7, 2024