ଭୁବନେଶ୍ଵର : ୨୯ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିର ସମ୍ଭାବନା ରହିଛି, ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ପରବର୍ତୀ ୪୮ ଘଣ୍ଟାରେ ଉତ୍ତର ଆଣ୍ଡାମାନ ସାଗର ପାର୍ଶ୍ଵବର୍ତୀ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଭୁବନେଶ୍ଵର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
Related Stories
November 15, 2024