
ଆଜି ଓ ଆସନ୍ତାକାଲି ପର୍ଯ୍ୟଟକଙ୍କ ପାଇଁ ବିଶ୍ଵ ଐତିହ୍ୟ କୋଣାର୍କ ମନ୍ଦିର ବନ୍ଦ
ପୁରୀ, ୨୪ ଅକ୍ଟୋବର – ବାତ୍ୟା ଦାନାର ପ୍ରଭାବକୁ ଦୃଷ୍ଟିରେ ଆଜି ଓ ଆସନ୍ତାକାଲି ଦୁଇଦିନ ପାଇଁ ପର୍ଯ୍ୟଟକଙ୍କ ନିମନ୍ତେ ବିଶ୍ଵ ଐତିହ୍ୟ କୋଣାର୍କ ସୂର୍ଯ୍ୟମନ୍ଦିର ବନ୍ଦ ରହିବ । ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ପ୍ରଶାସନ ଏହି ନିର୍ଦ୍ଦେଶ ଦେଇଛନ୍ତି । ପର୍ଯ୍ୟଟକଙ୍କ ସମେତ ସର୍ବସାଧାରଣଙ୍କ ପ୍ରବେଶକୁ ବାରଣ କରାଯାଇଛି ।
ଓଡିଶାର ବାତ୍ୟା ପରିସ୍ଥିତି ଉପରେ ପ୍ରଧାନମନ୍ତ୍ରୀ ନଜର ରଖିଛନ୍ତି, ମୁକାବିଲା ପାଇଁ ଆବଶ୍ୟକୀୟ ସମସ୍ତ ସାହାଯ୍ୟ ସହଯୋଗ ଯୋଗାଇ ଦେବାକୁ କେନ୍ଦ୍ର ସରକାର ପ୍ରସ୍ତୁତ