ଭୁବନେଶ୍ୱର : ସୌରୀନ ଭଟ୍ଟଙ୍କ ବ୍ୟାଙ୍କ ଆକାଉଣ୍ଟ ଫ୍ରିଜ ହେବ
ତାଙ୍କର ଦୁଇଟି ବ୍ୟାଙ୍କ ଆକାଉଣ୍ଟ ଫ୍ରିଜ ପାଇଁ ପଦକ୍ଷେପ ନିଆଯାଉଥିବା ସୂଚନା ମିଳିଛି । କଟକ କମିଶନରେଟ ପୋଲିସ କଲିକତାର ଦୁଇଟି ବ୍ୟାଙ୍କ ଆକାଉଣ୍ଟ ପ୍ରିଜ ପାଇଁ ଚିଠି ଲେଖିଛି । ଗତକାଲି ସୌରୀନଙ୍କ ବିରୁଦ୍ଧରେ ଲୁକ୍ ଆଉଟ୍ ସର୍କୁଲାର୍ ଜାରି ହୋଇଥିଲା।